ରୋମୀୟ 15:2 - ପବିତ୍ର ବାଇବଲ2 ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ସେମାନଙ୍କ ବିଶ୍ୱାସକୁ ବଳବାନ କରିବା ଓ ବଢ଼ାଇବା ଦୃଷ୍ଟିରୁ ଆମ୍ଭେ ସେମାନଙ୍କ ପାଇଁ କ’ଣ ଭଲ ତାହା ଭାବିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ। Viz kapitolaଓଡିଆ ବାଇବେଲ2 ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ । Viz kapitolaପବିତ୍ର ବାଇବଲ (CL) NT (BSI)2 ବରଂ ଅନ୍ୟମାନଙ୍କର ମଙ୍ଗଳ ନିମନ୍ତେ ଓ ସେମାନଙ୍କ ବିଶ୍ୱାସକୁ ବଳିଷ୍ଠ କରିବା ପାଇଁ ସେମାନଙ୍କୁ ଖୁସି ରଖିବା ଆମ୍ଭମାନଙ୍କର କର୍ତ୍ତବ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ। Viz kapitola |