ରୋମୀୟ 15:21 - ପବିତ୍ର ବାଇବଲ21 କିନ୍ତୁ ଶାସ୍ତ୍ରରେ ଏହିପରି ଲେଖା ହୋଇଛି: “ଯେଉଁ ଲୋକମାନଙ୍କୁ ତାହାଙ୍କ ବିଷୟରେ କୁହାଯାଇ ନାହିଁ, ସେମାନେ ତାହାଙ୍କୁ ଦେଖିବେ ଓ ଯେଉଁମାନେ ତାହାଙ୍କ ବିଷୟରେ ଶୁଣି ନାହାନ୍ତି, ସେମାନେ ବୁଝିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଯେପରି ଲେଖା ଅଛି, “ଯେଉଁମାନେ ତାହାଙ୍କ ସମ୍ଵାଦ ପାଇ ନାହାନ୍ତି, ସେମାନେ ଦେଖିବେ, ଆଉ ଯେଉଁମାନେ ଶୁଣି ନାହାନ୍ତି, ସେମାନେ ବୁଝିବେ।” Viz kapitolaଓଡିଆ ବାଇବେଲ21 ଯେପରି ଲେଖା ଅଛି, "ଯେଉଁମାନେ ତାହାଙ୍କ ସମ୍ବାଦ ପାଇ ନାହାଁନ୍ତି, ସେମାନେ ଦେଖିବେ, ଆଉ ଯେଉଁମାନେ ଶୁଣି ନାହାଁନ୍ତି, ସେମାନେ ବୁଝିବେ ।" Viz kapitolaପବିତ୍ର ବାଇବଲ (CL) NT (BSI)21 ଶାସ୍ତ୍ରରେ ଯେପରି ଲେଖାଅଛି: “ଯେଉଁମାନେ ତାଙ୍କର ସମ୍ବାଦ ପାଇ ନାହାନ୍ତି, ସେମାନେ ଦେଖିବେ; ଯେଉଁମାନେ ଶୁଣି ନାହାନ୍ତି, ସେମାନେ ବୁଝିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେପରି ଲେଖାଅଛି, “ଯେଉଁମାନେ ତାହାଙ୍କ ସମ୍ବାଦ ପାଇ ନାହାନ୍ତି, ସେମାନେ ଦେଖିବେ, ଆଉ ଯେଉଁମାନେ ଶୁଣି ନାହାନ୍ତି, ସେମାନେ ବୁଝିବେ।” Viz kapitola |