ରୋମୀୟ 15:22 - ପବିତ୍ର ବାଇବଲ22 ସେଥିପାଇଁ ଅନେକ ଥର ମୋତେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଅଟକାଇ ଦିଆଯାଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ବାଧା ପାଇ ଆସୁଅଛି; Viz kapitolaଓଡିଆ ବାଇବେଲ22 ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ବାଧା ପାଇ ଆସୁଅଛି; Viz kapitolaପବିତ୍ର ବାଇବଲ (CL) NT (BSI)22 ଅନେକ ଥର ତୁମ୍ଭମାନଙ୍କ ନିକଟକୁ ଆସିବା ପାଇଁ ମୋର ସଙ୍କଳ୍ପ ବ୍ୟର୍ଥ ହୋଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ରୋକାଯାଇଅଛି; Viz kapitola |