ରୋମୀୟ 15:26 - ପବିତ୍ର ବାଇବଲ26 ଯିରୁଶାଲମଠାରେ ଥିବା ପରମେଶ୍ୱରଙ୍କ ଲୋକମାନେ ଗରିବ ଅଟନ୍ତି, ଏବଂ ମାକିଦନିଆ ଓ ଆଖାୟାର ବିଶ୍ୱାସୀ ଲୋକେ ଅର୍ଥ ସଂଗ୍ରହ କରିବା ପାଇଁ ସ୍ଥିର କରିଛନ୍ତି। ତେଣୁ ସେମାନେ ସେମାନଙ୍କର ସହାୟ ହୋଇପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ତଳୀସମୂହ ସହଭାଗିତା-ସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି। Viz kapitolaଓଡିଆ ବାଇବେଲ26 କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)26 ଯିରୂଶାଲମରେ ଈଶ୍ୱରଙ୍କ ଯେଉଁ ଲୋକମାନେ ଅଭାବଗ୍ରସ୍ତ, ସେମାନଙ୍କ ପାଇଁ କିଛି ଅର୍ଥ ସାହାଯ୍ୟ ପଠାଇବାକୁ ମାସିଦୋନିଆ ଓ ଆଖାୟର ମଣ୍ଡଳୀମାନେ ସ୍ଥିର କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀ-ସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି। Viz kapitola |