Online Bible

- Reklamy -




ରୋମୀୟ 15:27 - ପବିତ୍ର ବାଇବଲ

27 ସେମାନେ ଖୁସୀରେ ଏହା କରିଛନ୍ତି। ଏହା ସେମାନଙ୍କର କର୍ତ୍ତବ୍ୟ ମଧ୍ୟ ଅଟେ। କାରଣ ଯିହୂଦୀମାନଙ୍କର ଆତ୍ମିକ ଆଶୀର୍ବାଦର ଅଂଶ ଅଣଯିହୂଦୀମାନେ ପାଇଛନ୍ତି। ଅତଏବ ଯିହୂଦୀମାନଙ୍କର ଉନ୍ନତି ପାଇଁ ଅଣଯିହୂଦୀମାନେ ସେମାନଙ୍କର ଜାଗତିକ ଆଶୀର୍ବାଦକୁ ବ୍ୟବହାର କରିବା ଉଚିତ୍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ବିଜାତିମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ।

Viz kapitola kopírovat

ଓଡିଆ ବାଇବେଲ

27 ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ଅଣଯିହୂଦୀମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ଏହା ସେମାନଙ୍କର ସ୍ୱେଚ୍ଛାକୃତ ନିଷ୍ପତ୍ତି; ବାସ୍ତବରେ ଏପରି କରିବା ସେମାନଙ୍କର କର୍ତ୍ତବ୍ୟ। ଇହୁଦୀମାନେ ନିଜର ଆଧ୍ୟାତ୍ମିକ ଆଶୀର୍ବାଦରେ ଅଣଇହୁଦୀମାନଙ୍କୁ ଅଂଶୀଦାର କରାଇଥିବାରୁ, ଇହୁଦୀମାନଙ୍କୁ ନିଜର ଆର୍ଥିକ ଆଶୀର୍ବାଦରେ ଅଂଶୀ କରାଇ ସେମାନଙ୍କୁ ସାହାଯ୍ୟ କରିବା ଅଣଇହୁଦୀମାନଙ୍କର କର୍ତ୍ତବ୍ୟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ଅଣଯିହୁଦୀମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ।

Viz kapitola kopírovat




ରୋମୀୟ 15:27

Následuj nás:

Reklamy


Reklamy