ରୋମୀୟ 16:13 - ପବିତ୍ର ବାଇବଲ13 ପ୍ରଭୁଙ୍କର ବିଶିଷ୍ଟ ସେବକ ରୂପେ ଓ ତାହାଙ୍କର ମାଙ୍କୁ ଯେ ମୋର ମାତା ଭଳି ତାହାଙ୍କୁ ମୋର ନମସ୍କାର। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋର ମାତା ସ୍ଵରୂପ। Viz kapitolaଓଡିଆ ବାଇବେଲ13 ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋର ମାତା ସ୍ୱରୂପ । Viz kapitolaପବିତ୍ର ବାଇବଲ (CL) NT (BSI)13 ପ୍ରଭୁଙ୍କ ବିଶିଷ୍ଟ ଦାସ ରୁଫସ୍ ଓ ମୋର ମାତା ସ୍ୱରୂପ ତାଙ୍କର ମାଆଙ୍କୁ ମଧ୍ୟ ମୋର ନମସ୍କାର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋହର ମାତା ସ୍ୱରୂପ। Viz kapitola |