ରୋମୀୟ 16:25 - ପବିତ୍ର ବାଇବଲ25 ପରମେଶ୍ୱର ହିଁ ତୁମ୍ଭକୁ ଦୃଢ଼ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ଼ ଦେବା ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସେହି ସତ୍ୟ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଯେଉଁ ଈଶ୍ଵର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ଵ ଅନାଦି କାଳରୁ ଅବ୍ୟକ୍ତ ଥିଲା, Viz kapitolaଓଡିଆ ବାଇବେଲ25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା, Viz kapitolaପବିତ୍ର ବାଇବଲ (CL) NT (BSI)25 ଆସ, ଈଶ୍ୱରଙ୍କୁ ଗୌରବାନ୍ୱିତ କରିବା। ମୁଁ ପ୍ରଚାର କରୁଥିବା ଯୀଶୁ ଖ୍ରୀଷ୍ଟଙ୍କ ସମ୍ପର୍କରେ ଶୁଭ ବାର୍ତ୍ତା ଓ ଯୁଗ ଯୁଗ ଧରି ଗୁପ୍ତ ରହିଥିବା ନିଗୂଢ଼ ସତ୍ୟ ଅନୁଯାୟୀ ତୁମ୍ଭମାନଙ୍କ ବିଶ୍ୱାସକୁ ଅଟଳ ରଖିବା ପାଇଁ ଈଶ୍ୱର ସମର୍ଥ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା, Viz kapitola |