ରୋମୀୟ 16:27 - ପବିତ୍ର ବାଇବଲ27 ଯୀଶୁ ଖ୍ରୀଷ୍ଟଙ୍କ ଜରିଆରେ ଏକ ମାତ୍ର ଜ୍ଞାନବାନ ପରମେଶ୍ୱରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ୟାପ୍ତ ରହୁ। ଆମେନ୍। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ଵରଙ୍କ ଗୌରବ ହେଉ। ଆମେନ୍। Viz kapitolaଓଡିଆ ବାଇବେଲ27 ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ୱରଙ୍କ ଗୌରବ ହେଉ । ଆମେନ୍ । Viz kapitolaପବିତ୍ର ବାଇବଲ (CL) NT (BSI)27 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସର୍ବଜ୍ଞାତା ଏକମାତ୍ର ଈଶ୍ୱର ଯୁଗେ ଯୁଗେ ଗୌରବାନ୍ୱିତ ହୁଅନ୍ତୁ। ଆମେନ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ବରଙ୍କ ଗୌରବ ହେଉ। ଆମେନ୍। Viz kapitola |