ରୋମୀୟ 2:27 - ପବିତ୍ର ବାଇବଲ27 ତୁମ୍ଭ ଯିହୂଦୀମାନଙ୍କର ଲିଖିତ ବ୍ୟବସ୍ଥା ଅଛି ଓ ସୁନ୍ନତ ମଧ୍ୟ, କିନ୍ତୁ ତୁମ୍ଭେମାନେ ବ୍ୟବସ୍ଥା ଭଙ୍ଗ କରୁଛ। ଅତଏବ ଶାରୀରିକ ଭାବେ ସୁନ୍ନତ ନ ହୋଇ ବ୍ୟବସ୍ଥା ପାଳନ କରୁଥିବା ଲୋକେ ଦେଖାଇ ଦେବେ ଯେ ତୁମ୍ଭେ ଦୋଷୀ ଅଟ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି, ସ୍ଵାଭାବିକ ଅସୁନ୍ନତି ଲୋକ ଯଦି ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ। Viz kapitolaଓଡିଆ ବାଇବେଲ27 ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ । Viz kapitolaପବିତ୍ର ବାଇବଲ (CL) NT (BSI)27 ତେଣୁ ଶରୀରରେ ସୁନ୍ନତ ହୋଇ ନ ଥିବା ଯେଉଁଅଣଇହୁଦୀମାନେ ବ୍ରବସ୍ଥା ପାଳନ କରନ୍ତି, ସେମାନେ ତୁମ୍ଭମାନଙ୍କର ବିଚାର କରିବେ, କାରଣ ତୁମ୍ଭେମାନେ ଶରୀରରେ ସୁନ୍ନତ ହୋଇ ବ୍ୟବସ୍ଥା ପ୍ରାପ୍ତ ହୋଇଥିଲେ ସୁଦ୍ଧା, ତାହା ଲଙ୍ଘନ କରୁଛ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ। Viz kapitola |