ରୋମୀୟ 2:29 - ପବିତ୍ର ବାଇବଲ29 ଜଣେ ଲୋକ ଯଦି ପ୍ରକୃତରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟରେ ହିଁ କରା ଯାଇଥାଏ। ଏହା ଆତ୍ମା ଦ୍ୱାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟରେ ଆତ୍ମା ଦ୍ୱାରା ସୁନ୍ନତ ହୋଇଥାଏ ସେ ପରମେଶ୍ୱରଙ୍କଠାରୁ ପ୍ରଶଂସା ପାଏ, ମଣିଷମାନଙ୍କଠାରୁ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)29 କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ଵରଙ୍କଠାରୁ ପ୍ରାପ୍ତ ହୁଏ। Viz kapitolaଓଡିଆ ବାଇବେଲ29 କିନ୍ତୁ ଅନ୍ତରରେ ଯେ ଯିହୂଦୀ, ସେ ଯିହୂଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ । ଏପରିଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ । Viz kapitolaପବିତ୍ର ବାଇବଲ (CL) NT (BSI)29 ଯେ ଅନ୍ତରରେ ଇହୁଦୀ, ସେ ହେଉଛି ପ୍ରକୃତ ଇହୁଦୀ। ପ୍ରକୃତ ସୁନ୍ନତ ହୃଦୟର ବିଷୟ; ତାହା ଆଧ୍ୟାତ୍ମିକ, ଆକ୍ଷରିକ ନୁହେଁ। ଏପରି ବ୍ୟକ୍ତି ମନୁଷ୍ୟଠାରୁ ପ୍ରଶଂସା ପାଇ ନ ପାରେ; ସେ ତାହା ପାଏ ଈଶ୍ୱରଙ୍କଠାରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ। Viz kapitola |