ରୋମୀୟ 3:19 - ପବିତ୍ର ବାଇବଲ19 ବ୍ୟବସ୍ଥାରେ ଯେଉଁ କଥାଗୁଡ଼ିକ କୁହାଯାଇଛି, ତାହା ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ୟବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦେଖାଇବାରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ୱରଙ୍କ ନ୍ୟାୟବିଗ୍ଭରକୁ ଆଣେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ଵରଙ୍କ ବିଚାରରେ ଦଣ୍ତନୀୟ ହେବ; Viz kapitolaଓଡିଆ ବାଇବେଲ19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ; Viz kapitolaପବିତ୍ର ବାଇବଲ (CL) NT (BSI)19 ଆମେ ଜାଣୁ, ଯେଉଁମାନେ ବ୍ୟବସ୍ଥାର ଅଧୀନ, ତାହାର ସମସ୍ତ ବିଧିବିଧାନ ସେମାନେ ପାଳନ କରିବାକୁ ବାଧ୍ୟ। ଈଶ୍ୱର ଯେତେବେଳେ ସମଗ୍ର ବିଶ୍ୱର ବିଚାର କରିବେ, ବ୍ୟବସ୍ଥା ଲଙ୍ଘନକାରୀମାନେ କୌଣସି ଆଳ ଦେଖାଇ ନିଜକୁ ନିର୍ଦ୍ଦୋଷ ବୋଲି ଦର୍ଶାଇ ପାରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ; Viz kapitola |