ରୋମୀୟ 3:2 - ପବିତ୍ର ବାଇବଲ2 ହଁ ଯିହୂଦୀମାନଙ୍କଠାରେ ଅନେକ କିଛି ବିଶେଷ ବିଷୟ ଅଛି। ସବୁଠାରୁ ମହତ୍ତ୍ୱପୂର୍ଣ୍ଣ କଥା ଏହି ଯେ, ସେମାନଙ୍କୁ ସର୍ବପ୍ରଥମେ ପରମେଶ୍ୱର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସର୍ବପ୍ରଥମେ, ଈଶ୍ଵରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା। Viz kapitolaଓଡିଆ ବାଇବେଲ2 ସର୍ବପ୍ରଥମେ, ଈଶ୍ୱରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)2 ଅନେକ କିଛି। ପ୍ରଥମେ, ଈଶ୍ୱର ତାଙ୍କ ବାର୍ତ୍ତାର ଦାୟିତ୍ୱ ଇହୁଦୀମାନଙ୍କ ଉପରେ ନ୍ୟସ୍ତ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା। Viz kapitola |