ରୋମୀୟ 3:24 - ପବିତ୍ର ବାଇବଲ24 ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଲୋକେ ତାହାଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ୟର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପାପରୁ ମୁକ୍ତ ହୋଇ ଲୋକେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ଦ୍ଵାରା ଧାର୍ମିକ ଗଣିତ ହୁଅନ୍ତି। Viz kapitolaଓଡିଆ ବାଇବେଲ24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)24 କିନ୍ତୁ ଈଶ୍ୱର ଖ୍ରୀଷ୍ଟଯୀଶୁଙ୍କ ଦ୍ୱାରା ବିନା ମୂଲ୍ୟରେ ଯେଉଁ ଅନୁଗହ ଦାନ ଦେଇଛନ୍ତି, ତାହା ଯେଉଁମାନେ ଗ୍ରହଣ କରନ୍ତି, ସେମାନଙ୍କୁ ପ୍ରଭୁ ଯୀଶୁ ପରିତ୍ରାଣ ଦିଅନ୍ତି ଓ ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି। Viz kapitola |