ରୋମୀୟ 4:10 - ପବିତ୍ର ବାଇବଲ10 ଏହା ଘଟିଲା କିପରି? ପରମେଶ୍ୱର ଅବ୍ରହାମଙ୍କୁ ସୁନ୍ନତ ହେବାପରେ ଗ୍ରହଣ କଲେ, ନା ସୁନ୍ନତ ହେବା ପୂର୍ବରୁ ଗ୍ରହଣ କଲେ? ସେ ସୁନ୍ନତ ହୋଇ ସାରିଲା ପରେ ଏହା ପ୍ରକୃତରେ ଘଟି ନାହିଁ, କିନ୍ତୁ ସେ ସୁନ୍ନତ ନ ହୋଇଥିଲାବେଳେ ଏହା ଘଟିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତେବେ, ତାହା କିପରି ଗଣିତ ହେଲା? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ। Viz kapitolaଓଡିଆ ବାଇବେଲ10 ତେବେ, ତାହା କିପରି ଗଣିତ ହେଲା ? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ । Viz kapitolaପବିତ୍ର ବାଇବଲ (CL) NT (BSI)10 ଏହା କେଉଁ ସମୟରେ ଘଟିଥିଲା? ଅବ୍ରାହମ ସୁନ୍ନତ ହେବା ପରେ ନା, ତା’ ପୂର୍ବରୁ? ପୂର୍ବରୁ, ପରେ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତେବେ, ତାହା କିପରି ଗଣିତ ହେଲା? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ। Viz kapitola |