ରୋମୀୟ 4:2 - ପବିତ୍ର ବାଇବଲ2 ସେ ବିଶ୍ୱାସ ବିଷୟରେ କ’ଣ ଶିଖିଲେ? ଅବ୍ରହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା'ହେଲେ, ସେଥିରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କ ଆଗରେ ଗର୍ବ କରି ପାରିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ଵାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ଵରଙ୍କ ନିକଟରେ ନୁହେଁ। Viz kapitolaଓଡିଆ ବାଇବେଲ2 କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ୱରଙ୍କ ନିକଟରେ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)2 ଯଦି ତାଙ୍କ ନିଜର କର୍ମ ଦ୍ୱାରା ସେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇଥାଆନ୍ତେ, ଗର୍ବ କରିବା ପାଇଁ ତାଙ୍କର କାରଣ ଥିଲା। କିନ୍ତୁ ଈଶ୍ୱରଙ୍କ ଦୃଷ୍ଟିରେ ତା’ ହୋଇ ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ବରଙ୍କ ନିକଟରେ ନୁହେଁ। Viz kapitola |