Online Bible

- Reklamy -




ରୋମୀୟ 4:21 - ପବିତ୍ର ବାଇବଲ

21 ଅବ୍ରହାମ ଦୃଢ଼ ଭାବରେ ଅନୁଭବ କଲେ ଯେ ପରମେଶ୍ୱର ଯାହା ପ୍ରତିଶ୍ରୁତି ଦେଇଛନ୍ତି, ତାହା କରିବାରେ ସେ ସକ୍ଷମ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 କିନ୍ତୁ ଈଶ୍ଵର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ଵାସରେ ବଳବାନ ହେଲେ।

Viz kapitola kopírovat

ଓଡିଆ ବାଇବେଲ

21 କିନ୍ତୁ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 ଈଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେ ତାହା ପାଳନ କରିବେ ବୋଲି ତାଙ୍କର ଦୃଢ଼ ବିଶ୍ୱାସ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କିନ୍ତୁ ଈଶ୍ବର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ।

Viz kapitola kopírovat




ରୋମୀୟ 4:21

Následuj nás:

Reklamy


Reklamy