ରୋମୀୟ 4:3 - ପବିତ୍ର ବାଇବଲ3 ଶାସ୍ତ୍ର କୁହେ, “ଅବ୍ରହାମ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ। ପରମେଶ୍ୱର ତାହାଙ୍କର ବିଶ୍ୱାସକୁ ଗ୍ରହଣ କଲେ। ଏହା ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଅବ୍ରହାମ ଧାର୍ମିକ ହେଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ଵରଙ୍କଠାରେ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା। Viz kapitolaଓଡିଆ ବାଇବେଲ3 କାରଣ ଶାସ୍ତ୍ର କ'ଣ କୁହେ ? ଅବ୍ରହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)3 ଶାସ୍ତ୍ର ଅନୁଯାୟୀ, “ଅବ୍ରାହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଏହି ବିଶ୍ୱାସ ଯୋଗୁଁ ଈଶ୍ୱର ତାଙ୍କୁ ଧାର୍ମିକ ରୂପେ ଗ୍ରହଣ କଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ପବିତ୍ର ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା। Viz kapitola |