ରୋମୀୟ 5:13 - ପବିତ୍ର ବାଇବଲ13 ମୋଶା ବ୍ୟବସ୍ଥା ଦେବା ପୂର୍ବରୁ ପାପ ସଂସାରରେ ଥିଲା। କିନ୍ତୁ ପରମେଶ୍ୱର, ବ୍ୟବସ୍ଥା ନ ଥିବା କାରଣରୁ ଲୋକମାନଙ୍କୁ ପାପରେ ପାପୀ ମାନି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 କାରଣ ବ୍ୟବସ୍ଥା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ; Viz kapitolaଓଡିଆ ବାଇବେଲ13 କାରଣ ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)13 ବ୍ୟବସ୍ଥା ପ୍ରଦତ୍ତ ହେବା ପୂର୍ବରୁ ଜଗତରେ ପାପ ଥିଲା; କିନ୍ତୁ ବ୍ୟବସ୍ଥା ନ ଥିବା ସମୟରେ ପାପର ହିସାବ ରଖାଯାଉ ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ମୋଶା ବ୍ୟବସ୍ଥା ପ୍ରାପ୍ତ କରିବା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ; Viz kapitola |