ରୋମୀୟ 5:4 - ପବିତ୍ର ବାଇବଲ4 ଏହି ଧୈର୍ଯ୍ୟ ପ୍ରମାଣ କରେ ଯେ, ଆମ୍ଭେ ବଳବାନ ଓ ଏହି ପ୍ରମାଣ ଆମ୍ଭକୁ ଭରସା ପ୍ରଦାନ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ସତ୍ଚରିତ୍ରରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ। Viz kapitolaଓଡିଆ ବାଇବେଲ4 ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ । Viz kapitolaପବିତ୍ର ବାଇବଲ (CL) NT (BSI)4 ଧୈର୍ଯ୍ୟରୁ ବଳିଷ୍ଠ ଚରିତ୍ର ଓ ବଳିଷ୍ଠ ଚରିତ୍ରରୁ ଭରସା ଜାତ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ। Viz kapitola |