ରୋମୀୟ 6:13 - ପବିତ୍ର ବାଇବଲ13 ପାପର ସେବା କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗଗୁଡ଼ିକକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ୟବହାର କର ନାହିଁ। ତା’ ପରିବର୍ତ୍ତେ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗଗୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ୱରଙ୍କଠାରେ ସମର୍ପଣ କର। Viz kapitolaପବିତ୍ର ବାଇବଲ (Re-edited) - (BSI)13 କିମ୍ଵା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ଵରଙ୍କ ନିକଟରେ ସମର୍ପଣ କର, ପୁଣି ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ଵରଙ୍କ ନିକଟରେ ସମର୍ପଣ କର। Viz kapitolaଓଡିଆ ବାଇବେଲ13 କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ୱରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ୱରଙ୍କ ନିକଟରେ ସମର୍ପଣ କର । Viz kapitolaପବିତ୍ର ବାଇବଲ (CL) NT (BSI)13 ତୁମ୍ଭେମାନେ ନିଜକୁ କୌଣସି ପ୍ରକାରେ ପାପ ନିକଟରେ ସମର୍ପଣ କରି ଦୁଷ୍କର୍ମର ଅସ୍ତ୍ର ରୂପେ ବ୍ୟବହୃତ ହୁଅ ନାହିଁ। ବରଂ ମୃତ୍ୟୁରୁ ରକ୍ଷା ପାଇ ଜୀବନ ପ୍ରାପ୍ତ ହୋଇ ଥିବାରୁ ତୁମ୍ଭେମାନେ ସତ୍କାର୍ଯ୍ୟ ସାଧନ ପାଇଁ ନିଜ ନିଜକୁ ସମ୍ପୂର୍ଣ୍ଣଭାବେ ଈଶ୍ୱରଙ୍କଠାରେ ସମର୍ପଣ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର। Viz kapitola |