Online Bible

- Reklamy -




ରୋମୀୟ 6:15 - ପବିତ୍ର ବାଇବଲ

15 ତା'ହେଲେ ଆମ୍ଭେ କ’ଣ କରିବା ଉଚିତ୍? ଆମ୍ଭେ ବ୍ୟବସ୍ଥାର ଅଧୀନ ନୋହୁଁ, କିନ୍ତୁ ଅନୁଗ୍ରହର ଅଧୀନ ବୋଲି କ’ଣ ପାପ କରି ଗ୍ଭଲିଥିବା? ଅବଶ୍ୟ ନୁହେଁ!

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତେବେ କଅଣ? ଆମ୍ଭେମାନେ ଯେ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।

Viz kapitola kopírovat

ଓଡିଆ ବାଇବେଲ

15 ତେବେ କ'ଣ ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥି ନିମନ୍ତେ କି ପାପ କରିବା ? ତାହା କେବେ ହେଁ ନ ହେଉ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ତାହାହେଲେ, ଆମ୍ଭେମାନେ ବ୍ୟବସ୍ଥାର ଅଧୀନ ନ ହୋଇ ଈଶ୍ୱରଙ୍କ ଅନୁଗ୍ରହପ୍ରାପ୍ତ ବୋଲି କଅଣ ପାପ କରୁଥିବା? କଦାପି ନୁହେଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।

Viz kapitola kopírovat




ରୋମୀୟ 6:15

Následuj nás:

Reklamy


Reklamy