Online Bible

- Reklamy -




ରୋମୀୟ 6:17 - ପବିତ୍ର ବାଇବଲ

17 ଅତୀତରେ ତୁମ୍ଭେମାନେ ପାପର ଦାସ ଥିଲ, ପାପ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ରଖିଥିଲା। କିନ୍ତୁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ, ଯେ ତୁମ୍ଭମାନଙ୍କୁ ଯାହା ଶିକ୍ଷା ଦିଆଗଲା ତାହା ତୁମ୍ଭେମାନେ ସମସ୍ତ ହୃଦୟର ସହିତ ପାଳନ କଲ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,

Viz kapitola kopírovat

ଓଡିଆ ବାଇବେଲ

17 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 କିନ୍ତୁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛି, ଯଦିଓ ଦିନେ ତୁମ୍ଭେମାନେ ପାପର ଦାସ ଥିଲ, ତୁମେ ବର୍ତ୍ତମାନ ସୁସମାଚାରରୁ ଶିକ୍ଷା କରିଥିବା ସତ୍ୟଗୁଡ଼ିକୁ ସର୍ବାନ୍ତଃକରଣରେ ପାଳନ କରୁଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,

Viz kapitola kopírovat




ରୋମୀୟ 6:17

Následuj nás:

Reklamy


Reklamy