ରୋମୀୟ 6:21 - ପବିତ୍ର ବାଇବଲ21 ତୁମ୍ଭେମାନେ ମନ୍ଦ କାମ କରୁଥିଲ। ଏବେ ତୁମ୍ଭେମାନେ ସେଭଳି କର୍ମ ପାଇଁ ଲଜ୍ଜିତ। ସେ କାମଗୁଡ଼ିକ କ’ଣ ତୁମ୍ଭମାନଙ୍କୁ ସାହାଯ୍ୟ କଲା? ନା, ସେ କର୍ମ ଗୁଡ଼ିକ କେବଳ ଆଧ୍ୟାତ୍ମିକ ମୃତ୍ୟୁ ଆଣିଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜା ବୋଧ କରୁଅଛ, କେବଳ ସେତିକି ମାତ୍ର; ସେହିସମସ୍ତର ପରିଣାମ ତ ମୃତ୍ୟୁ। Viz kapitolaଓଡିଆ ବାଇବେଲ21 ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା ? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ । Viz kapitolaପବିତ୍ର ବାଇବଲ (CL) NT (BSI)21 ବର୍ତ୍ତମାନ ତୁମ୍ଭମାନଙ୍କୁ ଯେଉଁ ସବୁ କାର୍ଯ୍ୟ କରିବାକୁ ଲଜ୍ଜାବୋଧ ହେଉଛି, ସେତେବେଳେ ସେସବୁ କରୁଥିଲ। ସେଥିରୁ କି ଲାଭ ପାଇଲ? ସେହି ସବୁ କାର୍ଯ୍ୟର ପରିଣାମ ମୃତ୍ୟୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ। Viz kapitola |