ରୋମୀୟ 6:23 - ପବିତ୍ର ବାଇବଲ23 ପାପର ସ୍ୱାଭାବିକ ପରିଣତି ମୃତ୍ୟୁ। କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତାରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ଵରଙ୍କ ଅନୁଗ୍ରହଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନ; ଜୀବନ ଅଟେ। Viz kapitolaଓଡିଆ ବାଇବେଲ23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ । Viz kapitolaପବିତ୍ର ବାଇବଲ (CL) NT (BSI)23 ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅଯାଚିତ ଦାନ ହେଉଛି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଅନନ୍ତ ଜୀବନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ। Viz kapitola |