ରୋମୀୟ 6:8 - ପବିତ୍ର ବାଇବଲ8 ଆମ୍ଭେ ଯଦି ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁବରଣ କରିଛୁ, ତା'ହେଲେ ଜାଣୁ ଯେ ଆମ୍ଭେ ମଧ୍ୟ ତାହାଙ୍କ ସହିତ ଜୀବିତ ରହିବା। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ଵାସ କରୁ। Viz kapitolaଓଡିଆ ବାଇବେଲ8 କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ । Viz kapitolaପବିତ୍ର ବାଇବଲ (CL) NT (BSI)8 ଆମ୍ଭେମାନେ ଯୀଶୁଙ୍କ ସହିତ ମୃତ୍ୟୁବରଣ କରିଥିବାରୁ, ତାଙ୍କ ସହିତ ମଧ୍ୟ ଜୀବନ ପାଇବୁ ବୋଲି ବିଶ୍ୱାସ କରୁଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ। Viz kapitola |