ରୋମୀୟ 7:11 - ପବିତ୍ର ବାଇବଲ11 ଏହି ଆଜ୍ଞାକୁ ବ୍ୟବହାର କରି ପାପ ମୋତେ ମୂର୍ଖ ପ୍ରମାଣିତ କରିବା ପାଇଁ ସୁଯୋଗ ପାଇଲା। ମୋତେ ଆତ୍ମିକ ଭାବରେ ମୃତ କରାଇବାରେ ପାପ ଏହି ଆଜ୍ଞାକୁ ବ୍ୟବହାର କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ଵାରା ମୋତେ ପ୍ରତାରଣା କଲା, ପୁଣି ତାହା ଦ୍ଵାରା ମୋତେ ବଧ କଲା। Viz kapitolaଓଡିଆ ବାଇବେଲ11 କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା । Viz kapitolaପବିତ୍ର ବାଇବଲ (CL) NT (BSI)11 ବ୍ୟବସ୍ଥାର ସୁଯୋଗ ନେଇ ପାପ ମୋତେ ପ୍ରତାରଣା କଲା ଓ ମୋତେ ହତ୍ୟା କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା। Viz kapitola |