ରୋମୀୟ 7:14 - ପବିତ୍ର ବାଇବଲ14 ମୁଁ ଜାଣେ ଯେ ବ୍ୟବସ୍ଥା ହେଉଛି ଆତ୍ମିକ। କିନ୍ତୁ ମୁଁ ଆତ୍ମିକ ନୁହେଁ। ପାପର ଦାସ ଭଳି ମୁଁ ତା’ ପାଖରେ ବିକ୍ରି ହୋଇ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯେଣୁ, ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ। Viz kapitolaଓଡିଆ ବାଇବେଲ14 ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ । Viz kapitolaପବିତ୍ର ବାଇବଲ (CL) NT (BSI)14 ଆମେ ଜାଣୁ, ବ୍ୟବସ୍ଥା ଆଧ୍ୟାତ୍ମିକ। କିନ୍ତୁ ମୋର ମର ଶରୀର ପାପ କ୍ରୀତଦାସ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ। Viz kapitola |