ରୋମୀୟ 7:17 - ପବିତ୍ର ବାଇବଲ17 କିନ୍ତୁ ମୁଁ, ପ୍ରକୃତରେ ଏହି ମନ୍ଦ କର୍ମ କରି ନ ଥାଏ। ମୋ’ ଭିତରେ ଥିବା ପାପର ସ୍ୱଭାବ ଏହିସବୁ କାମ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋʼଠାରେ ବାସ କରୁଥିବା ପାପ ତାହା କରୁଅଛି। Viz kapitolaଓଡିଆ ବାଇବେଲ17 ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋ'ଠାରେ ବାସ କରୁଥିବା ପାପ ତାହା କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)17 ତେଣୁ ସେ କାର୍ଯ୍ୟ ପ୍ରକୃତରେ ମୁଁ କରେ ନାହିଁ- ମୋ’ ଭିତରେ ଥିବା ପାପ ହିଁ ତା' କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋʼ ଠାରେ ବାସ କରୁଥିବା ପାପ ତାହା କରୁଅଛି। Viz kapitola |