ରୋମୀୟ 7:19 - ପବିତ୍ର ବାଇବଲ19 ମୁଁ ଭଲ କାମ କରିବାକୁ ଇଚ୍ଛା କରେ। କିନ୍ତୁ ମୁଁ ଏହା କରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ। Viz kapitolaଓଡିଆ ବାଇବେଲ19 କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ । Viz kapitolaପବିତ୍ର ବାଇବଲ (CL) NT (BSI)19 ସେଥିପାଇଁ ଯେଉଁ ସତ୍କାର୍ଯ୍ୟ କରିବାକୁ ମୋର ଇଚ୍ଛା, ତା’ ନ କରି ମୋ’ ଇଚ୍ଛା ବିରୁଦ୍ଧରେ ଅସତ୍ କାର୍ଯ୍ୟ ହିଁ କରୁଥାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ। Viz kapitola |