ରୋମୀୟ 7:20 - ପବିତ୍ର ବାଇବଲ20 ମୁଁ ମନ୍ଦ କାମ କରେ ଯାହା ମୁଁ କରିବାକୁ ଗ୍ଭହେଁ ନାହିଁ। ତାହାର ଅର୍ଥ ମୁଁ ପ୍ରକୃତରେ ଏସବୁ କରେ ନାହିଁ। ମୋ’ ଭିତରେ ଥିବା ପାପ ଏହିସବୁ କାମ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋʼଠାରେ ବାସ କରୁଥିବା ପାପ ତାହା କରେ। Viz kapitolaଓଡିଆ ବାଇବେଲ20 କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋ'ଠାରେ ବାସ କରୁଥିବା ପାପ ତାହା କରେ । Viz kapitolaପବିତ୍ର ବାଇବଲ (CL) NT (BSI)20 ମୋ’ ଇଚ୍ଛା ବିରୁଦ୍ଧରେ ଯାହା ମୁଁ କରେ, ପ୍ରକୃତରେ ମୁଁ ତା’ କରେ ନାହିଁ, ମୋ’ ଭିତରେ ଥିବା ପାପ ହିଁ ତା’ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋʼ ଠାରେ ବାସ କରୁଥିବା ପାପ ତାହା କରେ। Viz kapitola |