ରୋମୀୟ 7:24 - ପବିତ୍ର ବାଇବଲ24 ଏହା ଭୟଙ୍କର ଅଟେ! ମୋତେ ଏହି ଶରୀରରୁ, ଯାହା ମୋ’ ପାଇଁ ମୃତ୍ୟୁ ଆଣେ, କିଏ ରକ୍ଷା କରିବ? ପରମେଶ୍ୱର ମୋତେ ରକ୍ଷା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ? Viz kapitolaଓଡିଆ ବାଇବେଲ24 ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ ? Viz kapitolaପବିତ୍ର ବାଇବଲ (CL) NT (BSI)24 କେଡ଼େ ହତଭାଗ୍ୟ ମୁଁ! ମୃତ୍ୟୁ ମୁଖକୁ ଟାଣି ନେଉଥିବା ଏହି ଶାରୀରିକ ପ୍ରବୃତ୍ତିରୁ ମୋତେ କିଏ ଉଦ୍ଧାର କରିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ? Viz kapitola |