ରୋମୀୟ 7:8 - ପବିତ୍ର ବାଇବଲ8 ଏହି ଆଦେଶ ଅନୁସାରେ ମୋ’ ଭିତରେ ସମସ୍ତ ପ୍ରକାରର ଭୁଲ୍ ବସ୍ତୁ ପ୍ରତି ପାପ ଇଚ୍ଛା ଜାଗ୍ରତ କରାଇଲା। ସେଥିପାଇଁ ଉକ୍ତ ଆଦେଶ ହେତୁ ପାପ ମୋ’ ପାଖକୁ ଆସିଲା। କିନ୍ତୁ ବ୍ୟବସ୍ଥା ବିନା ପାପର କୌଣସି ଶକ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ଵାରା ମୋʼଠାରେ ସବୁ ପ୍ରକାର ଲୋଭ ଜନ୍ମାଇଲା; କାରଣ ବ୍ୟବସ୍ଥା ବିନା ପାପ ମୃତ। Viz kapitolaଓଡିଆ ବାଇବେଲ8 କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋ'ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ମୋଶାଙ୍କ ବ୍ୟବସ୍ଥା ବିନା ପାପ ମୃତ । Viz kapitolaପବିତ୍ର ବାଇବଲ (CL) NT (BSI)8 କିନ୍ତୁ ଉପରୋକ୍ତ ଆଜ୍ଞାର ସୁଯୋଗ ନେଇ ପାପ ମୋ’ ମନରେ ନାନା ପ୍ରକାର ସ୍ୱାର୍ଥପର ଅଭିଳାଷ ଜନ୍ମାଇଲା। ବ୍ୟବସ୍ଥା ବିନା ପାପ ନିଷ୍କ୍ରିୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋʼ ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ବ୍ୟବସ୍ଥା ବିନା ପାପ ମୃତ। Viz kapitola |