ରୋମୀୟ 8:16 - ପବିତ୍ର ବାଇବଲ16 ଆମ୍ଭେ ପରମେଶ୍ୱରଙ୍କର ସନ୍ତାନ ବୋଲି କହିବା ଲାଗି ସେହି ଆତ୍ମା ଆମ୍ଭ ଆତ୍ମା ସହିତ ଯୋଡ଼ି ହୁଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନ ବୋଲି ସେହି ଆତ୍ମା ସ୍ଵୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି, Viz kapitolaଓଡିଆ ବାଇବେଲ16 ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ବୋଲି ସେହି ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି, Viz kapitolaପବିତ୍ର ବାଇବଲ (CL) NT (BSI)16 ଈଶ୍ୱରଙ୍କ ଆତ୍ମା ଆମ ଅନ୍ତରାତ୍ମା ସହିତ ସ୍ୱର ମିଳାଇ ଆମକୁ ଈଶ୍ୱରଙ୍କ ସନ୍ତାନ ବୋଲି ଘୋଷଣା କରୁଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି, Viz kapitola |