ରୋମୀୟ 8:17 - ପବିତ୍ର ବାଇବଲ17 ଆମ୍ଭେ ଯଦି ପରମେଶ୍ୱରଙ୍କର ସନ୍ତାନ, ତା'ହେଲେ ପରମେଶ୍ୱର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ୱରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ୟ ଏହି ଆଶୀର୍ବାଦ ପାଇବୁ। କିନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହାହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ୟ ମହିମାର ଅଧିକାରୀ ହେବା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ଵିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ଵରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ-ଉତ୍ତରାଧିକାରୀ ଅଟୁ। Viz kapitolaଓଡିଆ ବାଇବେଲ17 ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ୱରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ । Viz kapitolaପବିତ୍ର ବାଇବଲ (CL) NT (BSI)17 ଯେହେତୁ ଆମେ ଈଶ୍ୱରଙ୍କ ସନ୍ତାନ, ତାଙ୍କ ଲୋକମାନଙ୍କ ପାଇଁ ଉଦ୍ଦିଷ୍ଟ ଆଶୀର୍ବାଦରେ ଆମେ ଅଂଶୀ ହେବୁ। ପୁଣି ଖ୍ରୀଷ୍ଟଙ୍କ ପାଇଁ ଈଶ୍ୱର ଯାହା ଗଚ୍ଛିତ ରଖିଛନ୍ତି, ସେଥିରେ ମଧ୍ୟ ଆମ୍ଭମାନଙ୍କର ଭାଗ ଅଛି। ଯଦି ଆମ୍ଭେମାନେ ଯୀଶୁଙ୍କ ଦୁଃଖଭୋଗର ଅଂଶୀ ହୋଇଛୁ, ତେବେ ତାଙ୍କ ଗୌରବରେ ମଧ୍ୟ ଅଂଶୀ ହେବୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ। Viz kapitola |