ରୋମୀୟ 8:18 - ପବିତ୍ର ବାଇବଲ18 ଆମ୍ଭେ ଦୁଃଖ ଭୋଗ କରୁଛୁ। କିନ୍ତୁ ଯେଉଁ ଗୌରବ ଆମ୍ଭକୁ ଭବିଷ୍ୟତରେ ମିଳିବ ତା ତୁଳନାରେ ଆମ୍ଭର ବର୍ତ୍ତମାନର ଦୁଃଖ କିଛି ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ। Viz kapitolaଓଡିଆ ବାଇବେଲ18 କାରଣ ମୋ' ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)18 ଯେଉଁ ଗୌରବମୟ ଭବିଷ୍ୟତରେ ଆମେମାନେ ପ୍ରବେଶ କରିବା, ତା’ ତୁଳନାରେ ବର୍ତ୍ତମାନର ଦୁଃଖ ଭୋଗ କିଛି ନୁହେଁ। ସେହି ସମୟରେ ଈଶ୍ୱର ତାଙ୍କ ସନ୍ତାନମାନଙ୍କୁ ପ୍ରକାଶ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ। Viz kapitola |