ରୋମୀୟ 8:24 - ପବିତ୍ର ବାଇବଲ24 ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା'ହେଲେ ତାହା ପ୍ରକୃତରେ ଭରସା ନୁହେଁ। ମଣିଷ, ଯାହା ତା’ ପାଖରେ ଏବେ ଅଛି, ସେ ଗୁଡ଼ିକ ପାଇଁ ଭରସା କରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ? Viz kapitolaଓଡିଆ ବାଇବେଲ24 କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ ? Viz kapitolaପବିତ୍ର ବାଇବଲ (CL) NT (BSI)24 କାରଣ ଭରସା ରଖିବା ଦ୍ୱାରା ହିଁ ଆମ୍ଭେମାନେ ମୁକ୍ତି ପାଇଥାଉ। କିନ୍ତୁ ଯାହା ଦୃଶ୍ୟମାନ, ତାହା ପାଇଁ ଭରସା ରଖିବା ପ୍ରକୃତ ଭରସା ନୁହେଁ। କିଏ କଅଣ ଦୃଶ୍ୟମାନ ବିଷୟ ସବୁ ପାଇଁ ଭରସା କରେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ? Viz kapitola |