ରୋମୀୟ 8:26 - ପବିତ୍ର ବାଇବଲ26 ଆତ୍ମା ମଧ୍ୟ ଆମକୁ ସାହାଯ୍ୟ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତାରେ ଆମ୍ଭକୁ ସାହାଯ୍ୟ କରୁଛନ୍ତି। କ’ଣ ଓ କିପରି ପ୍ରାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ୱରଙ୍କୁ ଆମ୍ଭ ପାଇଁ ପ୍ରାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ୱରଙ୍କଠାରେ ନିବେଦନ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ୱରଙ୍କୁ କୁହନ୍ତି ତାହା ଶବ୍ଦରେ ବର୍ଣନା କରା ଯାଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ, ସେହି ପ୍ରକାରେ ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ଵୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି; Viz kapitolaଓଡିଆ ବାଇବେଲ26 ଆଉ, ସେହି ପ୍ରକାରେ ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କ'ଣ ପ୍ରାର୍ଥନା କରିବା ଉଚିତ୍, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)26 ଆମ୍ଭେମାନେ ଦୁର୍ବଳ, କିନ୍ତୁ ପବିତ୍ରଆତ୍ମା ଆମକୁ ସାହାଯ୍ୟ କରନ୍ତି। କିପରି ପ୍ରାର୍ଥନା କରିବାକୁ ହୁଏ, ତାହା ଆମ୍ଭେମାନେ ଜାଣୁନା। ତେଣୁ ପବିତ୍ରଆତ୍ମା ଅବ୍ୟକ୍ତ ଭାଷାରେ ଆମ ପାଇଁ ଈଶ୍ୱରଙ୍କୁ ଅନୁନୟ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି; Viz kapitola |