ରୋମୀୟ 8:28 - ପବିତ୍ର ବାଇବଲ28 ଆମ୍ଭେ ଜାଣୁ ଯେ, ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ସେମାନଙ୍କ ପାଇଁ ପରମେଶ୍ୱର ପ୍ରତେକ ବିଷୟରେ ମଙ୍ଗଳ ଜନ୍ମାନ୍ତି। ପରମେଶ୍ୱର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହା ହିଁ ତାହାଙ୍କର ଯୋଜନା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଯେଉଁମାନେ ଈଶ୍ଵରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ଵର ଯେସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ। Viz kapitolaଓଡିଆ ବାଇବେଲ28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ । Viz kapitolaପବିତ୍ର ବାଇବଲ (CL) NT (BSI)28 ଯେଉଁମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରିବା ପାଇଁ ଆହୂତ ଓ ଈଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କ ନିମନ୍ତେ ସବୁ ବିଷୟ ମଙ୍ଗଳଜନକ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ। Viz kapitola |