Online Bible

- Reklamy -




ରୋମୀୟ 8:30 - ପବିତ୍ର ବାଇବଲ

30 ପରମେଶ୍ୱରଙ୍କ ଯୋଜନା ସେମାନଙ୍କ ପାଇଁ ହେଲା ଯେ ସେମାନେ ତାହାଙ୍କର ପୁତ୍ର ଭଳି ହେବେ। ସେ ଏହି ଲୋକମାନଙ୍କୁ ଡାକିଲେ। ପରମେଶ୍ୱର ସେମାନଙ୍କୁ ନିଜ ପ୍ରତି ଧାର୍ମିକ କଲେ। ଏବଂ ପରମେଶ୍ୱର ଯେଉଁମାନଙ୍କୁ ନିଜ ପ୍ରତି ଧାର୍ମି କଲେ, ସେହି ଲୋକମାନଙ୍କୁ ମହିମାନ୍ୱିତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ଵାନ କଲେ, ପୁଣି ଯେଉଁମାନଙ୍କୁ ସେ ଆହ୍ଵାନ କଲେ, ସେମାନଙ୍କୁ ସେମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ଵିତ କଲେ।

Viz kapitola kopírovat

ଓଡିଆ ବାଇବେଲ

30 ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ଯେଉଁମାନେ ଏପରି ମନୋନୀତ ହୋଇ ଆହୂତ ହୋଇଛନ୍ତି, ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ ଗୌରବାନ୍ୱିତ ହୋଇଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ।

Viz kapitola kopírovat




ରୋମୀୟ 8:30

Následuj nás:

Reklamy


Reklamy