ରୋମୀୟ 8:32 - ପବିତ୍ର ବାଇବଲ32 ପରମେଶ୍ୱର ଆମ୍ଭ ପାଇଁ ସବୁକିଛିକରିବେ। ପରମେଶ୍ୱର ନିଜ ପୁତ୍ରକୁ ସୁଦ୍ଧା ଧରି ରଖିଲେ ନାହିଁ କିନ୍ତୁ ଆମ୍ଭ ସମସ୍ତଙ୍କ ପାଇଁ ଦେଇଦେଲେ। ଏଣୁ ସେ ତାଙ୍କ ସହ ଆମ୍ଭକୁ ସବୁ ବିଷୟ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ? Viz kapitolaଓଡିଆ ବାଇବେଲ32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ ? Viz kapitolaପବିତ୍ର ବାଇବଲ (CL) NT (BSI)32 ଈଶ୍ୱର କଦାପି ଆମର ବିପକ୍ଷ ନୁହନ୍ତି, କାରଣ ସେ ନିଜ ପୁତ୍ରଙ୍କୁ ମଧ୍ୟ ରକ୍ଷା ନ କରି ଆମ୍ଭମାନଙ୍କ ପାଇଁ ଦାନ କରିଛନ୍ତି। ତାହାହେଲେ, ସେ କଅଣ ଆମ୍ଭମାନଙ୍କୁ ସବୁ ବିଷୟ ଦାନ କରିବେ ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ? Viz kapitola |