ରୋମୀୟ 8:4 - ପବିତ୍ର ବାଇବଲ4 ବ୍ୟବସ୍ଥା ଆମ୍ଭକୁ ଯେପରି ହେବା ପାଇଁ ଗ୍ଭହେଁ, ସେହିଭଳି ହେବା ପାଇଁ ପରମେଶ୍ୱର ଏପରି କଲେ। ଆମ୍ଭେ ଏବେ ପାପପୂର୍ଣ୍ଣ ମାନବ ସ୍ୱଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନଯାପନ କରୁଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ। Viz kapitolaଓଡିଆ ବାଇବେଲ4 ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ମୋଶାଙ୍କ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ । Viz kapitolaପବିତ୍ର ବାଇବଲ (CL) NT (BSI)4 ତେଣୁ ବର୍ତ୍ତମାନ ଆମେ ମାନବ ପ୍ରକୃତିର ବଶବର୍ତ୍ତୀ ନ ହୋଇ ପବିତ୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ଏବଂ ଏହା ଦ୍ୱାରା ଆମ୍ଭେମାନେ ବ୍ୟବସ୍ଥାର ଯଥାର୍ଥ ଦାବୀ ପୂରଣ କରିଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେପରି ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ। Viz kapitola |