ରୋମୀୟ 9:18 - ପବିତ୍ର ବାଇବଲ18 ଅତଏବ ଯେଉଁମାନଙ୍କୁ ପରମେଶ୍ୱର ଦୟା ଦେଖାଇବାକୁ ଗ୍ଭହାନ୍ତି ସେମାନଙ୍କୁ ସେ ଦୟା ଦେଖାନ୍ତି ଓ ଯେଉଁମାନଙ୍କୁ ସେ କଠୋର କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ସେ କଠୋର କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି। Viz kapitolaଓଡିଆ ବାଇବେଲ18 ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)18 ସୁତରାଂ ଈଶ୍ୱରଙ୍କ ଇଚ୍ଛାନୁଯାୟୀ ସେ କାହା ପ୍ରତି ଦୟା ପ୍ରଦର୍ଶନ କରନ୍ତି ଓ କାହାକୁ କଠିନମନା ହେବାକୁ ଛାଡ଼ି ଦିଅନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି। Viz kapitola |