ରୋମୀୟ 9:19 - ପବିତ୍ର ବାଇବଲ19 ତା'ହେଲେ ତୁମ୍ଭେ ମୋତେ ପ୍ରଶ୍ନ କରି ପାର ଯେ “ସେ ଆମ୍ଭର ଦୋଷ କାହିଁକି ଧରନ୍ତି?” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରିପାରେ? Viz kapitolaଓଡିଆ ବାଇବେଲ19 ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି ? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରି ପାରେ ? Viz kapitolaପବିତ୍ର ବାଇବଲ (CL) NT (BSI)19 ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ କହିପାରେ, “ତା’ହେଲେ, ଈଶ୍ୱର କାହିଁକି କାହାକୁ ଦୋଷୀ କରିବେ? କିଏ କଅଣ ଈଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ କିଛି କରିପାରିବ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରିପାରେ? Viz kapitola |