ରୋମୀୟ 9:26 - ପବିତ୍ର ବାଇବଲ26 ଏବଂ “ଯେଉଁ ସ୍ଥାନରେ ପରମେଶ୍ୱର କହିଥିଲେ, ‘ତୁମ୍ଭେମାନେ ଆମ୍ଭ ଲୋକ ନୁହଁ’- ସେହି ସ୍ଥାନରେ ସେମାନେ ଜୀବିତ ପରମେଶ୍ୱରଙ୍କ ସନ୍ତାନ ବୋଲାଇବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 “ପୁଣି, ଯେଉଁ ସ୍ଥାନରେ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ଵରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ।” Viz kapitolaଓଡିଆ ବାଇବେଲ26 "ପୁଣି, ଯେଉଁ ସ୍ଥାନରେ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ୱରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ ।" Viz kapitolaପବିତ୍ର ବାଇବଲ (CL) NT (BSI)26 ଯେଉଁ ସ୍ଥାନରେ ସେମାନଙ୍କୁ କହିଥିଲୁ, ‘ତୁମ୍ଭେମାନେ ଆମ୍ଭର ଲୋକ ନୁହଁ’, ସେଠାରେ ସେମାନେ ଜୀବିତ ଈଶ୍ୱରଙ୍କ ସନ୍ତାନ ବୋଲି କୁହାଯିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, “ଯେଉଁ ସ୍ଥାନରେ ‘ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ବରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ।’” Viz kapitola |