ରୋମୀୟ 9:31 - ପବିତ୍ର ବାଇବଲ31 ଇସ୍ରାଏଲର ଲୋକେ ଧାର୍ମିକ ହେବା ପାଇଁ ବ୍ୟବସ୍ଥା ପାଳନ କରି ମଧ୍ୟ କୃତକାର୍ଯ୍ୟ ହେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)31 କିନ୍ତୁ ଇସ୍ରାଏଲ ଧାର୍ମିକତାର ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ। Viz kapitolaଓଡିଆ ବାଇବେଲ31 କିନ୍ତୁ ଇସ୍ରାଏଲ ଧାର୍ମିକତାର ମୋଶାଙ୍କ ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)31 କିନ୍ତୁ ଇହୁଦୀମାନେ ବ୍ୟବସ୍ଥା ଦ୍ୱାରା ଧାର୍ମିକ ହେବା ପାଇଁ ଚେଷ୍ଟା କରି ବିଫଳ ହୋଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କିନ୍ତୁ ଇସ୍ରାଏଲ ଧାର୍ମିକତାର ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ। Viz kapitola |