ରତର ବିବରଣ 1:21 - ପବିତ୍ର ବାଇବଲ21 ଯେତେବେଳେ ମୁଁ ଏହି ସ୍ଥାନ ଛାଡ଼ିଲି, ମୋର ସବୁକିଛି ଥିଲା, କିନ୍ତୁ ସଦାପ୍ରଭୁ ମୋତେ ଖାଲି ହାତରେ ଘରକୁ ଫେରାଇ ଆଣିଲେ। ସଦାପ୍ରଭୁ ମୋତେ ଦୁଃଖ ଦେଇଅଛନ୍ତି, ତେଣୁ ତୁମ୍ଭେମାନେ ମୋତେ ‘ନୟମୀ’ ବୋଲି କାହିଁକି ଡାକୁଅଛୁ? ସର୍ବଶକ୍ତିମାନ ପରମେଶ୍ୱର ମୋତେ ଅନେକ ଦୁଃଖ ଦେଇଛନ୍ତି ଏବଂ ମୋ’ ଉପରକୁ ବହୁତ ଅସୁବିଧା ଆଣିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋʼ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ? Viz kapitolaଓଡିଆ ବାଇବେଲ21 ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋ’ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋʼ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ?” Viz kapitola |