ରତର ବିବରଣ 1:5 - ପବିତ୍ର ବାଇବଲ5 ମହଲୋନ ଏବଂ କିଲିୟୋନ ମଧ୍ୟ ମୃତ୍ୟୁବରଣ କଲେ। ତେଣୁ ନୟମୀ ସ୍ୱାମୀହୀନ ଓ ପୁତ୍ରହୀନ ହୋଇ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ର ଓ ସ୍ଵାମୀବିହୀନା ହୋଇ ରହିଲା। Viz kapitolaଓଡିଆ ବାଇବେଲ5 ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା। Viz kapitola |