ରତର ବିବରଣ 2:13 - ପବିତ୍ର ବାଇବଲ13 ଏହା ପରେ ଋତ ତାଙ୍କୁ କହିଲେ, “ତୁମ୍ଭେ ମୋ’ ଉପରେ ବହୁତ ଦୟା ଦେଖାଇ ଅଛ। ମହାଶୟ, ମୁଁ ଆପଣଙ୍କର ଦାସୀ। ଏପରିକି ମୁଁ ଆପଣଙ୍କର ଏକ ଦାସୀ ସହିତ ସମାନ ନୁହେଁ, ତଥାପି ଆପଣ ମୋ’ ପ୍ରତି ବହୁତ ଦୟା ଓ କରୁଣା ଦେଖାଇଛନ୍ତି ଏବଂ ଆପଣ ଦୟାର କଥା ମୋତେ କହିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଥିରେ ସେ କହିଲା, ହେ ମୋହର ପ୍ରଭୋ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ଵନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି ଚିତ୍ତପ୍ରବୋଧକ କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ। Viz kapitolaଓଡିଆ ବାଇବେଲ13 ଏଥିରେ ସେ କହିଲା, “ହେ ମୋହର ପ୍ରଭୁ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ୱନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି କରୁଣାର କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ସେ କହିଲା, “ହେ ମୋହର ପ୍ରଭୋ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ୱନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି କରୁଣାର କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।” Viz kapitola |