ରତର ବିବରଣ 2:15 - ପବିତ୍ର ବାଇବଲ15 ଏହା ପରେ ଋତ ଉଠି କାର୍ଯ୍ୟକୁ ଗଲା। ଏହା ପରେ ବୋୟାଜ ତାଙ୍କର ଦାସମାନଙ୍କୁ କହିଲେ, “ବିଡ଼ା ମଧ୍ୟରୁ ମଧ୍ୟ ତାକୁ ଶସ୍ୟ ସାଉଁଟିବାକୁ ଦିଅ। ତାକୁ କେବେ ଲଜ୍ଜା ଦିଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହୁଁ ସେ ରାଁ କରିବାକୁ ଉଠନ୍ତେ, ବୋୟଜ ତାହାର ଯୁବାଗଣକୁ ଆଜ୍ଞା ଦେଇ କହିଲା, ଏହାକୁ ବିଡ଼ା ମଧ୍ୟରେ ସୁଦ୍ଧା ସାଉଣ୍ଟିବାକୁ ଦିଅ, ପୁଣି ତାହାକୁ ଲଜ୍ଜା ଦିଅ ନାହିଁ। Viz kapitolaଓଡିଆ ବାଇବେଲ15 ତହୁଁ ସେ ବଳକା ଶସ୍ୟ ସଂଗ୍ରହ କରିବାକୁ ଉଠନ୍ତେ, ବୋୟଜ ତାହାର ଯୁବାଗଣକୁ ଆଜ୍ଞା ଦେଇ କହିଲା, “ଏହାକୁ ବିଡ଼ା ମଧ୍ୟରେ ସୁଦ୍ଧା ସାଉଣ୍ଟିବାକୁ ଦିଅ, ପୁଣି ତାହାକୁ ଲଜ୍ଜା ଦିଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ସେ ବଳକା ଶସ୍ୟ ସଂଗ୍ରହ କରିବାକୁ ଉଠନ୍ତେ, ବୋୟଜ ତାହାର ଯୁବାଗଣକୁ ଆଜ୍ଞା ଦେଇ କହିଲା, “ଏହାକୁ ବିଡ଼ା ମଧ୍ୟରେ ସୁଦ୍ଧା ସାଉଣ୍ଟିବାକୁ ଦିଅ, ପୁଣି ତାହାକୁ ଲଜ୍ଜା ଦିଅ ନାହିଁ। Viz kapitola |