Online Bible

- Reklamy -




ରତର ବିବରଣ 2:18 - ପବିତ୍ର ବାଇବଲ

18 ଋତକୁ ଏହା ପରେ ଶସ୍ୟଗୁଡ଼ିକ ନେଇ ନଗରକୁ ଯାଇ ତା'ର ଶାଶୁକୁ ଦେଲା ଏବଂ ସାଙ୍ଗରେ ଆଣିଥିବା ଅବଶିଷ୍ଟ ଖାଦ୍ୟ ତାଙ୍କୁ ଦେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଅନନ୍ତର ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ଅବଶିଷ୍ଟ ରଖିଥିଲା; ତାହା ମଧ୍ୟ ବାହାର କରି ତାହାକୁ ଦେଲା।

Viz kapitola kopírovat

ଓଡିଆ ବାଇବେଲ

18 ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ବଳକା ରଖିଥିଲା ତାହା ମଧ୍ୟ ବାହାର କରି ତାହାକୁ ଦେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ବଳକା ରଖିଥିଲା ତାହା ମଧ୍ୟ ବାହାର କରି ତାହାକୁ ଦେଲା।

Viz kapitola kopírovat




ରତର ବିବରଣ 2:18

Následuj nás:

Reklamy


Reklamy